25ଜଗତସିଂହପୁର ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ର୍ ବାର୍ଷିକ ଉତ୍ସବ ଅନୁଷ୍ଠିତ

Date-23/12/2025ଜଗତସିଂହପୁର ବଡ ବଜାର ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର 37 ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି । ମୁଖ୍ୟ ଅତିଥି ଭାବରେ ଜଗତସିଂହପୁର ସାଂସଦ ଡଃ ବିଭୁ ପ୍ରସାଦ ତରାଇ, ମୁଖ୍ୟ ବକ୍ତା ଶରତ ଚନ୍ଦ୍ର ସେନ, ସଭାପତି ଇଶ୍ୱର ଚନ୍ଦ୍ର ନନ୍ଦ, ପ୍ରଧାନ ଆଚାର୍ଯ୍ୟ ପ୍ରସନ୍ନ କୁମାର ଖୁଣ୍ଟିଆ, ସମ୍ପାଦକ ନିରଞ୍ଜନ ବିଶ୍ୱାଳ ପ୍ରମୁଖ ଯୋଗ ଦେଇ ଆଜିର ଶିଶୁ କାଲିର ଭଭିଷ୍ୟତ ବୋଲି କହିବା ସହିତ ଛାତ୍ରଛାତ୍ରୀ ମାନେ ଜଣେ ଜଣେ ଭଲ ମଣିଷ ହେବା ପାଇଁ ଆତିଥି ମାନେ ପ୍ରେରିତ କରିଥିଲେ । ପରେ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଥିଲା ।

Leave a Reply

Your email address will not be published. Required fields are marked *