33ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ
ଆଜି ପୁରୀ ଅର୍ଣ୍ଣପୂର୍ଣ୍ଣା ରଙ୍ଗମଞ୍ଚ ଠାରେ ଚିନ୍ମୟ ପବ୍ଲିକ ସ୍କୁଲ ର 33ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ କରାଯାଇଛି । ଛୋଟ ଛୋଟ ପିଲାଙ୍କୁ ନେଇ ସାଂସ୍କୃତିକ କାର୍ଯ୍ୟକ୍ରମ ସହ ପୁରସ୍କାର ବିତରଣ କରାଯାଉ ଥିଲା ।

ମୁଖ୍ୟ ଅତିଥି ଭାବେ ରାଜ୍ୟ ସଭା ସାଂସଦ ସୁବାଶିଷ ଖୁଣ୍ଟିଆ,, ପୂର୍ବତନ କାଉନସିଲର ଭକ୍ତ ଚରଣ ଦାସ ଉପସ୍ଥିତ ରହି ପୁରସ୍କାର ବିତରଣ କରିଥିଲେ । ଶେଷରେ ,ଚିନ୍ମୟ ପବ୍ଲିକ ସ୍କୁଲ ର ଅଧ୍ୟକ୍ଷ ମୁରଲୀ ଧର ଦାସ ମଞ୍ଚ ପରିଚଳନା କରିଥିଲେ
