୭_ଦିନ_ଯାଏଁ_ଜାରି_ରହିବ_ବର୍ଷା
୭_ଦିନ_ଯାଏଁ_ଜାରି_ରହିବ_ବର୍ଷା-ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ ବର୍ଷା ଜାରି ରହିବ-କିଛି ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା-ସୃଷ୍ଟି ହେଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ବର୍ଷା ଜାରି ରହିବ-ସମୁଦ୍ର ପତ୍ତନଠୁ ୪.୫ ରୁ ୪.୮ କିମି ଉଚ୍ଚତାରେ ଏହା ସକ୍ରିୟ ରହିଛି-ଆଜି ପାଇଁ ୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ-କେନ୍ଦୁଝର, ସୁନ୍ଦରଗଡ଼ ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି l
