ବନ୍ୟା ରେ ୮ଲକ୍ଷ ଲୋକ_ପ୍ରଭାବିତ- CM
-ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ସୂଚନା
-୧୨ଟି ବ୍ଲକ ଆକାଶ ମାର୍ଗରୁ ଅନୁଧ୍ୟାନ କରି ଫେରିଛି
-ବନ୍ୟାରେ ୮ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି
-୨ ଲକ୍ଷ ୬୯ ହଜାର ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି
-୧୭ ଓଡ୍ରାଫ୍, ୭ NDRF, ୧୨୯ ଅଗ୍ନିଶମ ଟିମ୍ ନିୟୋଜିତ
-ପାଣି ଛାଡ଼ିବାର ୩ ଦିନ ଭିତରେ କ୍ଷୟକ୍ଷତି ଆକଳନ ରିପୋର୍ଟ ନିର୍ଦ୍ଦେଶ
-SDRFରୁ ୨୬ କୋଟି ଟଙ୍କା ମଞ୍ଜୁର କରାଯାଇଛି- ମୁଖ୍ୟମନ୍ତ୍ରୀ
-ବନ୍ୟା ପରବର୍ତ୍ତୀ ସ୍ବାସ୍ଥ୍ୟ ମୁକାବିଲା ପାଇଁ ସରକାର ପ୍ରସ୍ତୁତ ଅଛନ୍ତି
-ନଦୀରେ ପାଣି କମିବା ଆରମ୍ଭ କରିଛି, ୨ ଦିନରେ ସ୍ଥିତି ସୁଧୁରିବ
