ଆହତଙ୍କୁ ଭେଟିବା ପାଇଁ ମଙ୍ଗଳବାର ପୁଣି ଓଡ଼ିଶା ଆସିବେ ମମତା

ଭୁବନେଶ୍ୱର/କୋଲକାତା,୫।୬: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାର ପୁଣି ଓଡ଼ିଶା ଆସିବେ। ବାହାନଗା ଟ୍ରେନ ଦୁର୍ଘଟଣାରେ ପଶ୍ଚିମବଙ୍ଗର ୫୩ ଜଣ ଆହତ ହୋଇ କଟକରେ ଚିକିତ୍ସାଧିନ ଅଛନ୍ତି। ତେବେ ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ତଦାରଖ ପାଇଁ ଆସନ୍ତା କାଲି ଆସିବେ ବୋଲି ସୂଚନା ମିଳିଛି। ଏହାପରେ ମୁଖ୍ୟମନ୍ତ୍ରୀ ମମତା ଭୁବନେଶ୍ୱର ଯାଇ ଚିକିତ୍ସା ବ୍ୟବସ୍ଥା ବିଷୟରେ କଥା ହେବେ।

Leave a Reply

Your email address will not be published. Required fields are marked *