ଗ୍ରାମ୍ୟ ଗୋପାଳ ସମାଜ ଗୃହ ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ
ବୁଗୁଡ଼ା ବ୍ଲକ୍ ଅନ୍ତର୍ଗତ ମହୁଲପଲ୍ଲୀ ଗ୍ରାମ ଠାରେ ଗ୍ରାମ୍ୟ ଗୋପାଳ ସମାଜ ଗୃହ ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ଯୋଗ ଦେଇ ଗୋପାଳ ସମାଜ ଗୃହକୁ ଉଦଘାଟନ କରିବା ସହ ଗ୍ରାମର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ବିଷୟରେ ଆଲୋଚନା କରିଛନ୍ତି।
