ଆକସ୍ମିକ ମୃତ୍ୟୁ ବରଣ

ବୁଗୁଡ଼ା ବ୍ଲକ୍ ଅନ୍ତର୍ଗତ ବି.ବ୍ରହ୍ମପୁର ଗ୍ରାମର ଗୋଟିଏ ପରିବାରର ଦୁଇ ଜଣ ମାଆ ପଦ୍ମା ସ୍ବାଇଁ ଏବଂ ପୁଅ ସନ୍ତୋଷ ସ୍ବାଇଁ ଆକସ୍ମିକ ମୃତ୍ୟୁ ବରଣ କରିଛନ୍ତି। ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ମୃତକଙ୍କ ବାସଭବନ କୁ ଯାଇ ଶୋକ ସଂତପ୍ତ ପରିବାରକୁ ଭେଟି ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି।

Leave a Reply

Your email address will not be published. Required fields are marked *