ବୁଗୁଡ଼ା ବ୍ଲକର ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା ବୈଠକ ଅନୁଷ୍ଠିତ
ବୁଗୁଡ଼ା ବ୍ଲକ୍ ସଭା ଗୃହ ଠାରେ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ମାନ୍ୟବର ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ଯୋଗ ଦେଇଛନ୍ତି। ସରକାରୀ କର୍ମଚାରୀ ଓ ଜନପ୍ରତିନିଧି ମାନେ ଉପସ୍ଥିତ ଥିଲେ ।
