ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ

. ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ , .. ଭଦ୍ରକ ଜିଲ୍ଲା ରେ ବିଭିନ୍ନ ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀମତୀ ପ୍ରମିଳା ମଲ୍ଲିକ ଏଥି ସହିତ ବିଭିନ୍ନ ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ ସହ ବନ୍ୟା ସ୍ଥିତି ପରିଦର୍ଶନ କରିବା ସହ ବନ୍ୟା ପ୍ରଭାବିତ ଅଞ୍ଚଳରେ କ୍ଷୟ କ୍ଷେତି ର ସମୀକ୍ଷା କରିଥିବାର ଦେଖିବାକୁ ମିଳିଛି

punil Kumar Samanta reporter

Leave a Reply

Your email address will not be published. Required fields are marked *