ବିଜୁ ପଟ୍ଟନାୟକ ଡିଗ୍ରୀ କଲେଜରେ ନବୀନ ଓଡ଼ିଶା ନୂଆ ଓଡ଼ିଶା କାର୍ଯ୍ୟକ୍ରମ
ବିଜୁ ପଟ୍ଟନାୟକ ଡିଗ୍ରୀ କଲେଜରେ ନବୀନ ଓଡ଼ିଶା ନୂଆ ଓଡ଼ିଶା କାର୍ଯ୍ୟକ୍ରମ ରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତଆଂକର – ଜଗତସିଂହପୁର ଜିଲ୍ଲା ଆଶ୍ରମ ପାଟଣା ସ୍ଥିତ ବିଜୁ ପଟ୍ଟନାୟକ ଡିଗ୍ରୀ କଲେଜରେ ନବୀନ ଓଡ଼ିଶା ନୂଆ ଓଡ଼ିଶା ଅବସରରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ଡିଗ୍ରୀ କଲେଜ ର ଅଧ୍ୟକ୍ଷ ପ୍ରଦୀପ୍ତ କୁମାର ଦାଶଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଥିଲା । ଏହି କାର୍ଯ୍ୟକ୍ରମ ରେ ଡିଗ୍ରୀ କଲେଜର ଛାତ୍ରଛାତ୍ରୀ ମାନେ ଯୋଗ ଦେବା ସହିତ ଡ୍ୟାନ୍ସ, ସଙ୍ଗୀତ ଓ ମେହେନ୍ଦୀ ଇତ୍ୟାଦି ପ୍ରତିଯୋଗିତାରେ ଅଂଶଗ୍ରହଣ ଗ୍ରହଣ କରିଥିଲେ । ଏହି କାର୍ଯ୍ୟକ୍ରମ କୁ କଲେଜର ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀ ମାନେ ପରିଚାଳନା କରିଥିଲେ ।
ଜଗତସିଂହପୁର ରୁ Rita ସାହୁ reporter
