ବ୍ରହ୍ମଗିରିରେ ବୃକ୍ଷରୋପଣ

ପୁରୀ:୧/୮- ୧୧ଟା ସମୟରେ ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀ ପୁରୀ ସଦର ବ୍ଲକ ପ୍ରତାପ ପୁରୁଷୋତ୍ତମପୁର ପଞ୍ଚାୟତ ଦେଉଳପଡା, ନାକୁଆପଡ଼ା ଓ ଗୁଣ୍ଠଉପର ଗ୍ରାମଠାରେ ବୃକ୍ଷରୋପଣ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସବର୍ମା । ଏହି କାର୍ଯ୍ୟକ୍ରମରେ ରାଜ୍ୟ ବିଜୁ ଜନତା ଦଳ ସମ୍ପାଦକ କିଶୋର ନାୟକ, ସଦର ବ୍ଲକ ଉପାଧ୍ୟକ୍ଷଙ୍କ ପ୍ରତିନିଧି ନବଘନ ପ୍ରଧାନ, ସରପଞ୍ଚ ରାମଚନ୍ଦ୍ର ଷଡ଼ଙ୍ଗୀ ଓ ଉଭୟ ଗ୍ରାମର ଗ୍ରାମବାସୀବୃନ୍ଦ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *