ମନ୍ତ୍ରୀ ପ୍ରୀତିରଞ୍ଜନ ଘଡେଇ ଙ୍କ ଜଗତସିଂହପୁର ଗସ୍ତ

ଜଗତସିଂହପୁର ଜିଲା ବାଲିକୁଦା ଓ ଏରସମା ବ୍ଲକରେ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡେଇଙ୍କ ଦ୍ୱାରା ବିଭିନ୍ନ ଉର୍ଣ୍ଣୟନ ମୂଳକ କାର୍ଯ୍ୟର ଶୁଭ ଉଦଘାଟନ ଓ ଶିଳାନ୍ୟାଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବାଲିକୁଦା ତହସିଲ କାର୍ଯ୍ୟାଳୟ ନୂତନ ଗୃହ, ତିହୁଡ଼ି-ନହରଣା ମୁଖ୍ୟରାସ୍ତା, ଏରସମା ବ୍ଲକ କୋଠି ସ୍ଥିତ ଶ୍ରୀଜଗନ୍ନାଥ ମହାବିଦ୍ୟାଳୟର ନୂତନ ଗୃହ ସହ 15 ଟିରୁ ଉର୍ଦ୍ଧ ବିଭିନ୍ନ ନୂତନ ପ୍ରକଳ୍ପ ର ଉଦଘାଟନ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଏହି କାର୍ଯ୍ୟକ୍ରମ ରେ ସାଂସଦ ରାଜଶ୍ରୀ ମଲିକଙ୍କ, ସ୍ଥାନୀୟ ବିଧାୟକ ରଘୁନନ୍ଦନ ଦାସ, ସ୍କୁଲ ଓ ଗଣଶିକ୍ଷା ବିଭାଗର ଅଧିକାରୀ ଶିଶିର କୁମାର ପରିଜାଙ୍କ ସହ ବହୁ ପ୍ରଶାସନିକ ଅଧିକାରୀ ମାନେ ଯୋଗଦେଇଥିବା ବେଳେ ମାନ୍ୟବର ମୁଖ୍ୟମନ୍ତ୍ରୀ ଓ 5T ଅଧ୍ୟକ୍ଷ ଙ୍କୁ କୃତଜ୍ଞତା ଜଣାଇଥିଲେ ।

ଜଗତସିଂହପୁର ରୁ Rita ସାହୁ

Leave a Reply

Your email address will not be published. Required fields are marked *