ତାଳଚେର ଠାରେ ଇନ୍ ଡୋର ଷ୍ଟାଡିୟମ୍ ଉଦଘାଟିତ
ଆଜି ତାଳଚେର ପୌରପରିଷଦ ଠାରେ ନୂତନ ନିର୍ମିତ ବିଜୁ ପଟ୍ଟନାୟକ ବହୁମୁଖୀ ଇନଡୋର ଷ୍ଟାଡିୟମର ଉଦଘାଟନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ମହୋଦୟ ଭିଡ଼ିଓ କନଫରେନ୍ସ ମାଧ୍ୟମରେ ଯୋଗଦେଇ ଶୁଭ ଉଦଘାଟନ କରିଛନ୍ତି। ଉକ୍ତ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ମାନ୍ୟବର ସାଂସଦ ଢେ଼ଙ୍କାନାଳ ଶ୍ରୀଯୁକ୍ତ ମହେଶ ସାହୁ, ମାନ୍ୟବର ବିଧାୟକ ତାଳଚେର ଶ୍ରୀ ବ୍ରଜକିଶୋର ପ୍ରଧାନ ଉପସ୍ଥିତ ଥିଲେ।
