କର୍ମୀ ସମ୍ମିଳନୀ ଅନୁଷ୍ଠିତ
ଆଜି ସତ୍ୟବାଦୀ ବ୍ଲକ କାଦୁଆ ପଞ୍ଚାୟତରେ ବିଜୁ ଜନତା ଦଳ ପକ୍ଷରୁ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଅଛି।

ଏହି କର୍ମୀ ସମ୍ମିଳନୀରେ ସତ୍ୟବାଦୀ ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ ବିଧାୟକ ପ୍ରାର୍ଥୀ ଶ୍ରୀଯୁକ୍ତ ସଞ୍ଜୟ କୁମାର ଦାସବର୍ମା ଯୋଗ ଦେଇ ଯୋଡ଼ି ଶଙ୍ଖ ରେ ଭୋଟ ଦେଇ ବିଜୁ ଜନତା ଦଳ ସଭାପତି ତଥା ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କୁ ଷଷ୍ଠଥର ମୁଖ୍ୟମନ୍ତ୍ରୀ କରିବା ପାଇଁ ସଙ୍କଳ୍ପ କରିଛନ୍ତି।
