ହାରିବା ଭୟରେ ଭୟଭୀତ ହୋଇ ବିଜେପି କର୍ମୀ ଓ ଭୋଟରଙ୍କୁ ଆକ୍ରମଣ କରୁଛି ବିଜେଡି
ହାରିବା ଭୟରେ ଭୟଭୀତ ହୋଇ ବିଜେପି କର୍ମୀ ଓ ଭୋଟରଙ୍କୁ ଆକ୍ରମଣ କରୁଛି ବିଜେଡି ।ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ଭୁବନେଶ୍ଵର ମଧ୍ୟ ବିଜେପି ବିଧାୟକ ପ୍ରାର୍ଥୀ ଜଗନ୍ନାଥ ପ୍ରଧାନ ।
