ପବିତ୍ର ଗାନ୍ଧୀ ଶାସ୍ତ୍ରୀ ଜୟନ୍ତୀରେ ବିଜେପିର ରୋଗୀ ସେବା

ଭଦ୍ରକ : ୨/୧୦ :-ଆଜି ପବିତ୍ର ଗାନ୍ଧୀ ଓ ଶାସ୍ତ୍ରୀଙ୍କ ଜୟନ୍ତୀ ଅବସରରେ ଭାରତୀୟ ଜନତା ପାର୍ଟି ଭଦ୍ରକ ବିଧାନସଭା ତରଫରୁ ଭଦ୍ରକ ସରକାରୀ ଡାକ୍ତରଖାନାରେ ଫଳ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଭଦ୍ରକ ବିଧାନସଭା ନେତା ଡାକ୍ତର ପ୍ରଦୀପ ନାୟକ,ସାଂସଦ ପ୍ରାର୍ଥୀ ଅଭିମନ୍ୟୁ ସେଠୀ, ମହିଳା ସଭାନେତ୍ରୀ ହରପ୍ରିୟା ସାହୁଙ୍କ ସମେତ ଅନେକ କାର୍ଯ୍ୟକାର୍ତ୍ତା ଉପସ୍ଥିତ ରହି ରୋଗୀ ମାନଙ୍କୁ ଫଳ ବଣ୍ଟନ କରିବା ସହିତ ସେମାନଙ୍କ ଆସୁ ଆରୋଗ୍ୟ କାମନା କରିଥିଲେ।

ରିପୋର୍ଟ :-ପୁନିଲ କୁମାର ସାମନ୍ତ

Leave a Reply

Your email address will not be published. Required fields are marked *