ବିଶିଷ୍ଟ କବି ହରିହର ମିଶ୍ରଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ

ଓଡ଼ିଶା ସାହିତ୍ୟ ଏକାଡେ଼ମୀର ପୂର୍ବତନ ସଭାପତି ତଥା ବିଶିଷ୍ଟ କବି ହରିହର ମିଶ୍ରଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରୁଛି। ତାଙ୍କର ତିରୋଧାନ ସାହିତ୍ୟ ଜଗତ ପାଇଁ ଏକ ଅପୂରଣୀୟ କ୍ଷତି।ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକ ସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଉଛି।ଶ୍ରୀଯୁକ୍ତ ସଞ୍ଜୟ କୁମାର ଦାସବର୍ମା ପୂର୍ବତନ ମନ୍ତ୍ରୀ, ଓଡ଼ିଶା

Leave a Reply

Your email address will not be published. Required fields are marked *