ମମିତା ହତ୍ୟାକାଣ୍ଡ, ସିପିଆଇ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ

ଭଦ୍ରକ :୨୨/୧୦:- ମମିତା ହତ୍ୟାକାଣ୍ଡରେ ଦୋଷୀ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିକରି ଭଦ୍ରକ ଜିଲ୍ଲା ଚାନ୍ଦବାଲିରେ ଆଜି ସିପିଆଇ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ସହ ଏକ ଶୋଭାଯାତ୍ରା କରାଯାଇଛି । ଚାନ୍ଦବାଲି ତହସିଲ କାର୍ଯ୍ୟାଳୟ ଆଗରେ ସିପିଆଇ ପକ୍ଷରୁ ଏକ ପ୍ରତିବାଦ ସଭା ସହ ତହସିଲଦାରଙ୍କ ଜରିଆରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଉଦେଶ୍ୟରେ ୧୨ ଦଫା ଦାବୀପତ୍ର ପ୍ରେରଣ କରାଯାଇଛି । କଳାହାଣ୍ଡି ଜିଲ୍ଲାର ସନସାଇନ ପବ୍ଲିକ ସ୍କୁଲର ଶିକ୍ଷୟିତ୍ରୀ ମମିତା ମେହର ହତ୍ୟାକାଣ୍ଡ ଘଟଣାରେ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ମାନସୀ ମହାନ୍ତି।

ରିପୋର୍ଟ :-ପୁନିଲ କୁମାର ସାମନ୍ତ।

Leave a Reply

Your email address will not be published. Required fields are marked *