ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ

କାମାକ୍ଷାନଗର୦୬/୦୧/୨୫ – ଢ଼େଙ୍କାନାଳ ଜିଲ୍ଲାର କାମାକ୍ଷାନଗର ସହରର ଆଲତୁମା ସରକାରୀ ଉଚ୍ଚ ବିଦ୍ୟାଳୟ ପକ୍ଷରୁ ସଡ଼କ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ବନଳତା ସାହୁ ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନ ରେ ଅନୁଷ୍ଠିତ ସଚେତନତା କାର୍ଯ୍ୟକ୍ରମରେ ବିଦ୍ୟାର୍ଥୀ ମାନେ ପ୍ଲା କାର୍ଡ ଧରି ରାସ୍ତାରେ ଯାଉଥିବା ବାଇକ, କାର ଡ୍ରାଇଭର ମାନଙ୍କୁ ସଚେତନତା କରିଥିଲେ l ଶିକ୍ଷକ ଶିକ୍ଷୟତ୍ରୀମାନେ ପରିଚାଳନାରେ ସହାୟତା ପ୍ରଦାନ କରିଥିଲେ l

Leave a Reply

Your email address will not be published. Required fields are marked *