ପ୍ରଦୀପ୍ତ କୁମାର ନାଏକଙ୍କୁ ଭେଟିଲେ ସଞ୍ଜୟ କୁମାର ଦାସ ବର୍ମା
ଭୁବନେଶ୍ୱର ସ୍ଥିତ ଭାରତୀୟ ଆର୍ୟୁବିଜ୍ଞାନ କେନ୍ଦ୍ରରେ (ଏମ୍ସ) ଅସୁସ୍ଥ ହୋଇ ଚିକିତ୍ସାଧିନ ଥିବା ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାଏକଙ୍କୁ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସ ବର୍ମା ଭେଟିବା ସହିତ ତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।
