ପୁରୀ ଜିଲ୍ଲା ଆଇନ ସେବା ପ୍ରାକରଣର ଅଧକ୍ଷ୍ୟ କ୍ଷ୍ୟା ତଥା ଜିଲ୍ଲା ଓ ଦୌ ଦୌରାଜଜ୍ ଶ୍ରୀମତି ଅଜନ୍ତା ଷଡଙ୍ଗୀଙ୍କ ନିର୍ଦ୍ଦେଶ
ପୁରୀ ଜିଲ୍ଲା ଆଇନ ସେବା ପ୍ରାକରଣର ଅଧକ୍ଷ୍ୟ କ୍ଷ୍ୟା ତଥା ଜିଲ୍ଲା ଓ ଦୌ ଦୌରାଜଜ୍ ଶ୍ରୀମତି ଅଜନ୍ତା ଷଡଙ୍ଗୀଙ୍କ ନିର୍ଦ୍ଦେଶ ଅନୁଯାଇ ତା ୧୯.୯.୨୦୨୫ ରିଖରେ ଦିବା ଦିବା ୧୧.୩୦ ଘଟି ୦ ଘଟିକା ସମୟରେ ଜଗନ୍ନାଥ ବେଦ କର୍ମକାଣ୍ଡ ମହାବିଦ୍ୟାଳୟର ସମ୍ମିଳନୀ କକ୍ଷଠାରେ ପୀଡ଼ିତା କ୍ଷତି ପୂରଣ ଯୋଜନୀ ଅନ୍ତର୍ଭୂକ୍ତ ଏସିଡ ଆକ୍ରମଣରେ ଶିକାର ହୋଇଥିବା ପିଡ଼ିତାଙ୍କୁ ଆଇନ ଇନ ସହାୟ ହାୟତା ସମ୍ପର୍କରେ ଏକ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଅଛି । ଆଜିର ଏହି କାର୍ଯକ୍ରମକୁ ପୁରୀ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀଯୁକ୍ତ ପରିତୋଷ କୁମାର ସେଠୀ ଉଦ୍ଘାଟନ କରିବା ସହ ନିଜ ବକ୍ତବ୍ୟରେ ଏସିଡ ଆକ୍ରମଣରେ ଶିକାର ହୋଇଥିବା ପିଡ଼ିତାଙ୍କୁ କ୍ଷତିପୂରଣ ଦେବା, ଆକ୍ରମନକାରୀଙ୍କୁ ଆଜୀବନ କାରାଦଣ୍ଡ ଓ ଜୋରିମାନା ହୋଇପାରେ ଏବଂ ପିଡ଼ିତାଙ୍କୁ ମାଗଣା ଆଇନ ଓ ସ୍ୱାସ୍ଥ୍ୟ ସେବା ମିଳିବା ସହ ସମାଜର ମୁଖ୍ୟସ୍ରୋତରେ ସାମିଲ କରାଯିବ ବୋଲି ପ୍ରକାଶ କରିବା ସହିତ ପୀଡ଼ିତା କ୍ଷତିପୂରଣ ଯୋଜନା ସମ୍ପର୍କରେ ମଧ୍ୟ ସୂଚନା ଦେଇଥିଲେ ଏବଂ ଆଇନ ସେବା ପ୍ରାକରଣ ଅଧୁନିୟମ ୧୯୮୭ ରେ ଥିବା ବିଭିର୍ନ ବିଧବ୍ୟବସ୍ଥାର ଉଦେଶ୍ୟ ଓ ଆଭିମୁଖ୍ୟ, ନିଶୁଳ୍କ, ଆଇନ ସେବା ଯୋ ଯୋଗ୍ୟ ହିତାକାରୀ, ଲୋକ ଅଦାଲତ, ମଧ୍ୟସ୍ଥତା କେନ୍ଦ୍ର ନ୍ୟାୟ ସଂଯୋଗ, ୧୫୧୦୦ ଏବଂ ସମୁଖ କାଟ କାର୍ଯ୍ୟାଳୟ ବିଷୟରେ ଅବଗ ଗତ କରାଇବା ସହ ଆଇନ ସେବା କଣ ଏବଂ ଆଇନ ସେବା ପାଇବାପାଇଁ କେଉଁ କେଉଁମାନେ ଯୋଗ୍ୟ ସେହି ବିଷୟରେ ଆଲୋଚନା କରିଥିଲେ । ଆଜିର ଏହି କାର୍ଯକ୍ରମରେ ଡ଼ିଏସପି ଶ୍ରୀମତୀ ତିଳତମା ରାଉତ ମହାବିଦ୍ୟାଳୟର ଅଧକ୍ଷ୍ୟା, ଅଧ୍ୟାପିକା ଓ ଛାତ୍ର, ଛାତ୍ରୀମାନେ ଉପସ୍ଥିତ ଥିଲେ । ଆଜିର ଏହି କାର୍ଯକ୍ରମରେ ଉପସ୍ଥିତ ଥିବା ଛାତ୍ର ଛାତ୍ରୀମାନଙ୍କୁ ଆଇନ ସେବା ପ୍ରାଧିକରଣ ତରଫରୁ ଧନ୍ୟବାଦ ଅର୍ପଣ ସହ ଆଇନ ସେବାର ଉପଯୋଗୀତା ଓ ଉପଦେୟତାକୁ ଜନସାଧାରଣଙ୍କ ମଧ୍ୟରେ ପ୍ରଚାର କରିବା ସହ ଏହା କିପରି ଜନସାଧାରଣଙ୍କ ଉପଯୋଗୀ ହୋଇପାରିବ ଏଥିପାଇଁ ଆହ୍ୱାନ ଦେଇଥିଲେ । ଏହି କାର୍ଯକ୍ରମକୁ ପରିଚାଳନା କରିବାରେ ପ୍ରାଧୁକାରଣର କର୍ମଚାରୀମାନେ ସହଯୋଗ କରିଥିଲେ ।
