ଜାତୀୟ ପୁରସ୍କାର ପ୍ରାପ୍ତ ଶିକ୍ଷକ ଫୋରମ୍ ଓଡ଼ିଶା ତରଫରୁ ସର୍ବ କନିଷ୍ଠ ଶହୀଦ ବୀର ବାଜି ରାଉତ ଙ୍କୁ ଶ୍ରଦ୍ଧାଞ୍ଜଳୀ ଅର୍ପଣ

ଜାତୀୟ ପୁରସ୍କାର ପ୍ରାପ୍ତ ଶିକ୍ଷକ ଫୋରମ୍ ଓଡ଼ିଶା ତରଫରୁ ସର୍ବ କନିଷ୍ଠ ଶହୀଦ ବୀର ବାଜି ରାଉତ ଙ୍କୁ ଶ୍ରଦ୍ଧାଞ୍ଜଳୀ ଅର୍ପଣ।

ଭାରତ ବର୍ଷ ପାଇଁ ଜୀବନ କୁ ତ୍ୟାଗ କରି ଇଂରେଜମାନଙ୍କ ଗୋରା ସିପାହୀ ଙ୍କୁ ଭୟ ନକରି ତାଙ୍କ ଆଗରେ ଦମ୍ଭ ଦେଖାଇ ଜଣେ ସାହସୀ ବାର ବର୍ଷର ବାଳକ ହେଉଛନ୍ତି ବୀର ବାଜି ରାଉତ। ତାଙ୍କ ର ଜନ୍ମ ଶତବାର୍ଷିକୀ ରେ ତାଙ୍କ ତୈଳ ଚିତ୍ର ରେ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଛନ୍ତି ଜାତୀୟ ପୁରସ୍କାର ପ୍ରାପ୍ତ ଶିକ୍ଷକ ଫୋରମ୍ ଓଡ଼ିଶା ରାଜ୍ୟ ର ସଭାପତି ପ୍ରକୃତି ବନ୍ଧୁ ହରିହର ସାହୁ।
ତାଙ୍କ ଆଦର୍ଶ ରେ ଅନୁପ୍ରାଣିତ ହେଲେ ତାହା ହେବ ତାଙ୍କ ପାଇଁ ଶ୍ରେଷ୍ଠ ନିଦର୍ଶନ ବୋଲି ଶ୍ରୀ ସାହୁ ଏକ ପ୍ରେସ ବିବୃତିରେ ଜଣାଇଛନ୍ତି।

Leave a Reply

Your email address will not be published. Required fields are marked *