ଆଶ୍ରମ ପାଟଣା ସ୍ଥିତ ବିଜୁ ପଟ୍ଟନାୟକ ସ୍ନାତକ ମହାବିଦ୍ୟାଳୟ ର ବାର୍ଷିକ କ୍ରୀଡା ଉଦଘାଟିତ

Date-19/12/25ଜଗତସିଂହପୁର ଜିଲ୍ଲା ସଦର ବ୍ଲକ ଅନ୍ତର୍ଗତ ଆଶ୍ରମ ପାଟଣା ସ୍ଥିତ ବିଜୁ ପଟ୍ଟନାୟକ ସ୍ନାତକ ମହାବିଦ୍ୟାଳୟ ର ବାର୍ଷିକ କ୍ରୀଡା ଉଦଘାଟିତ ହୋଇ ଯାଇଛି । ମହାବିଦ୍ୟାଳୟ ର ଅଧ୍ୟକ୍ଷ ଡ଼ଃ ପ୍ରଦୀପ୍ତ କୁମାର ଦାଶ ଏହି କ୍ରୀଡାକୁ ଉଦଘାଟନ କରିଥିବା ବେଳେ ମହାବିଦ୍ୟାଳୟ ର ଛାତ୍ରଛାତ୍ରୀ ମାନେ ବିଭିନ୍ନ କ୍ରୀଡା ପ୍ରଦର୍ଶନ କରିଥିଲେ । ତିନି ଦିନ ଧରି ଏହି କ୍ରୀଡା ପ୍ରତିଯୋଗିତା ହେବାକୁ ଥିବା ବେଳେ କ୍ରୀଡ଼ାପ୍ରେମୀ ମାନେ ବେଶ ଉତ୍ସାହିତ ଥିବା ଦେଖାଯାଇଛି । ଏଥିରେ ମ୍ୟୁଜିକ ଚେୟାର, ଦୌଡା, କ୍ରିକେଟ ଭଳି ଲମ୍ବକମ୍ପ ଭଳି ବିଭିନ୍ନ ଖେଳ କରାଯିବା ସହିତ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ମାନେ ଜିଲ୍ଲା ସ୍ତରରେ ଭାଗ ନେଇ ପାରିବେ ବୋଲି ମହାବିଦ୍ୟାଳୟ ର ଅଧ୍ୟକ୍ଷ କହିଛନ୍ତି ।

Leave a Reply

Your email address will not be published. Required fields are marked *