ଜାନୁଆରୀ ୨୬ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

ଭୁବନେଶ୍ୱର, ତା- ୨୨. ୦୧. ୨୦୨୬ ଆସନ୍ତା ଜାନୁଆରୀ ୨୬ ତାରିଖରେ ସରକାରୀ ଛୁଟି ଦିବସ ଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ l ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ସରକାରୀ ଛୁଟି ଥିବାରୁ ଆସନ୍ତା ସୋମବାର ଜାନୁଆରୀ ୨୬ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ l ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦ ପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ l ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି l

Leave a Reply

Your email address will not be published. Required fields are marked *