ତେହରାନ,୨୪ା୩: ଇରାନରେ ଶୁକ୍ରବାର ଭୂକମ୍ପ ଅନୁଭୂତ ହୋଇଛି। ଉତ୍ତର-ପଶ୍ଚିମ ଇରାନ ଅଞ୍ଚଳରେ ଘଟିଥିବା ଏହି ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୫.୪ ରହିଛି। ଏନେଇ ଇଏମ୍‌ଏସ୍‌ସି ପକ୍ଷରୁ ସୂଚନା ଦିଆଯାଇଛି। ବର୍ତ୍ତମାନ ସୁଦ୍ଧା କ୍ଷୟକ୍ଷତିର ପରିମାଣ ଜଣାପଡ଼ିନାହିଁ।

Leave a Reply

Your email address will not be published. Required fields are marked *