ମାର୍ଚ୍ଚ ୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

llଭୁବନେଶ୍ୱର ତା-୨୭.୦୨ ୨୦୨୬ଆସନ୍ତା ମାର୍ଚ୍ଚ ମାସ ୨ ତାରିଖ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ l ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ଥିବାରୁ ଆସନ୍ତା ସୋମବାର ମାର୍ଚ୍ଚ ୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ l ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦ ପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ l ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି l

Leave a Reply

Your email address will not be published. Required fields are marked *