ପ୍ରଯୋଜକ ରବି ସ୍ୱାଇଁଙ୍କ ପରଲୋକ

ପ୍ରଯୋଜକ ରବି ସ୍ୱାଇଁଙ୍କ ପରଲୋକ lଓଡ଼ିଆ ଚଳଚ୍ଚିତ୍ର ପ୍ରଯୋଜକ ରବି ସ୍ୱାଇଁଙ୍କ ପରଲୋକ-ଲିଭର ସିରୋସିସ୍‌ରେ ପୀଡ଼ିତ ଥିଲେ; ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ-ଓଲିଉଡ଼ ଜଗତରେ ଅନେକ ସଫଳ ଚଳଚ୍ଚିତ୍ର ଭେଟି ଦେଇଥିଲେ ରବି ସ୍ୱାଇଁ-ଜୋର ଯାର ମୂଲକ ତାର,କି ହେବ ଶୁଆ ପୋଷିଲେ-ଉଦଣ୍ଡୀ ସୀତା ଓ ପଞ୍ଜୁରୀ ଭିତରେ ଶାରୀ ଫିଲ୍ମରେ ପ୍ରଯୋଜକ ଥିଲେ l

Leave a Reply

Your email address will not be published. Required fields are marked *