୪ ଲକ୍ଷ ଲେଖାଏଁ ସହାୟତା ଘୋଷଣା
୪ ଲକ୍ଷ ଲେଖାଏଁ ସହାୟତା ଘୋଷଣା l ଢେଙ୍କାନାଳ ହିନ୍ଦୋଳରେ ବିଦ୍ୟୁତ୍ ଆଘାତରେ ୩ ଜଣଙ୍କ ମୃତ୍ୟୁ ଘଟଣା…..ଶୋକ ପ୍ରକାଶ ସହ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ…..ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏଁ ସହାୟତା ଘୋଷଣା….ଶୋକ ପ୍ରକାଶ ସହ ପରିବାର ବର୍ଗଙ୍କୁ ସମବେଦନା ଜଣାଇଲେ….
