ମେଧାବୀ ଛାତ୍ରୀ ଟିନା ରଥ ଏବଂ ଆଲିଶା ବିଶ୍ୱାଳଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା.

ମେଧାବୀ ଛାତ୍ରୀ ଟିନା ରଥ ଏବଂ ଆଲିଶା ବିଶ୍ୱାଳଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା……CBSE ଦଶମ ଶ୍ରେଣୀ ପରୀକ୍ଷାରେ ଶତପ୍ରତିଶତ ମାର୍କ ରଖିଥିବାରୁ ଶୁଭେଚ୍ଛା…..୫୦୦ ରୁ ୫୦୦ନଂ ରଖି ସର୍ବଭାରତୀୟ ସ୍ତରରେ କୃତିତ୍ୱ ହାସଲ କରିଛନ୍ତି…..

Leave a Reply

Your email address will not be published. Required fields are marked *