CMଙ୍କ ହସ୍ତକ୍ଷେପ ପରେ ଆର୍ଥିକ ସହାୟତା

CMଙ୍କ ହସ୍ତକ୍ଷେପ ପରେ ଆର୍ଥିକ ସହାୟତା-କେନ୍ଦୁଝର ପାଟଣା ବ୍ୟାଙ୍କକୁ ଶବ ନେବା ଘଟଣାରେ ତତ୍ପରତା-ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଡିଆନାଳି ଗାଁରେ ପହଞ୍ଚି ଜିଲ୍ଲା ପ୍ରଶାସନର ସହାୟତା-ଜିତୁ ମୁଣ୍ଡାଙ୍କୁ ବ୍ୟାଙ୍କରେ ଥିବା ୧୯ ହଜାର ୪୦୦ ଟଙ୍କା ପ୍ରଦାନ କରାଗଲା-ଏଥିସହ ରେଡ୍‌କ୍ରସ୍‌ ପାଣ୍ଠିରୁ ୩୦ ହଜାର ଟଙ୍କା ସହାୟତା ପ୍ରଦାନ-ଡେଥ୍ ସାର୍ଟିଫିକେଟ ଓ ଲିଗାଲ୍ ହେୟାର ସାର୍ଟିଫିକେଟ ପ୍ରଦାନ କରାଗଲା-ଫାଷ୍ଟ ଟ୍ରାକ୍ ମୋଡ୍‌ରେ ମେଡିକାଲ ଅଫିସର ପହଞ୍ଚି ପ୍ରଦାନ କଲେ-ଅସହାୟ

ବ୍ୟକ୍ତି ଯେପରି ଏଭଳି ସ୍ଥିତିକୁ ପୁନର୍ବାର ସାମ୍ନା ନ କରନ୍ତି ତଦାରଖ ନିର୍ଦ୍ଦେଶ-ଗ୍ରାମାଞ୍ଚଳରେ ସରକାରୀ ଓ ବ୍ୟାକିଂ ସହାୟତା ବିନା ବାଧାରେ ପହଞ୍ଚାଇବାକୁ ନିର୍ଦ୍ଦେଶ-ଏହି ଅଭାବନୀୟ ଘଟଣା ପଛରେ କାହାର ଅବହେଳା ଅଛି ନା ନାହିଁ ଜଣାନ୍ତୁ- ସିଏମ୍‌-ଅସୁବିଧାକୁ ସାମ୍ନା କଲେ ଭୟଭୀତ ନ ହୋଇ ପ୍ରଶାସନକୁ ଜଣାଇବାକୁ ନିର୍ଦ୍ଦେଶ l

Leave a Reply

Your email address will not be published. Required fields are marked *