ବିଧାନସଭାରେ ସ୍ବତନ୍ତ୍ର ଅଧିବେଶନ
ବିଧାନସଭାରେ ସ୍ବତନ୍ତ୍ର ଅଧିବେଶନ l ଆଜି ବସିବ ବିଧାନସଭାର ଦିନିକିଆ ସ୍ବତନ୍ତ୍ର ଅଧିବେଶନ…..ମହିଳା ସଂରକ୍ଷଣ ବିଲ୍ ସମ୍ପର୍କରେ ହେବ ଆଲୋଚନା…..ବିରୋଧୀଙ୍କ ବିରୋଧରେ ନିନ୍ଦା ପ୍ରସ୍ତାବ ଆଣିପାରେ ବିଜେପି….ବିଜେଡି ଓ କଂଗ୍ରେସର ଆଭିମୁଖ୍ୟ ଉପରେ ନଜର……
