ବ୍ୟାଙ୍କ କର୍ତ୍ତୃପକ୍ଷ ଦାୟୀ: RDC

ବ୍ୟାଙ୍କ କର୍ତ୍ତୃପକ୍ଷ ଦାୟୀ: RDC-କେନ୍ଦୁଝର ମାଟି ଖୋଳି ଭଉଣୀ କଙ୍କାଳ ଭାଇ ବ୍ୟାଙ୍କ୍‌କୁ ନେବା ଘଟଣା-ପ୍ରାଥମିକ ଅନୁସନ୍ଧାନରେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କୁ ଦାୟୀ କଲେ RDC-ପ୍ରାଥମିକସ୍ତରରେ ଜଣାପଡୁଛି ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଅବହେଳା ରହିଛି-ସିସିଟିଭିରୁ ବ୍ୟାଙ୍କ କର୍ତ୍ତୃପକ୍ଷ ତାଙ୍କୁ ଫେରାଇଥିବା ଜଣାପଡ଼ିଛି-ସିସିଟିଭି ଅଡିଓ ଭର୍ସନ ନ ଥିବାରୁ କଣ କଥାବାର୍ତ୍ତା ହୋଇଛି ଜଣାପଡ଼ୁନି-୧୧ଟା ୨୬ରେ ବ୍ୟାଙ୍କ ଆସିଲେ, ୧୧ଟା ୫୮ରେ ବ୍ୟାଙ୍କ ଛାଡ଼ିଲେ-ସେହି ସମୟ ଭିତରେ ୪ ଥର ସେ ବ୍ୟାଙ୍କ ଭିତରେ କର୍ମଚାରୀଙ୍କୁ ଭେଟିଛନ୍ତି-ଶେଷରେ ବ୍ୟାଙ୍କ ମ୍ୟାନେଜର ତାଙ୍କୁ ଫେରାଇଛନ୍ତି- RDC-ଏହାପରେ ସେ କ୍ଷୁବ୍ଧ ହୋଇ ଯାଇ କଙ୍କାଳ ଆଣି ଆସିଛନ୍ତି’-ଯାହା ଘଟିଲା ଅତ୍ୟନ୍ତ ଲଜ୍ଜାଜନକ କହିଲେ RDC-ଜିତୁ ମୁଣ୍ଡା ଓ ମୃତ ଭଉଣୀ କରଲା ମୁଣ୍ଡାଙ୍କୁ ବ୍ୟାଙ୍କ କର୍ତ୍ତୃପକ୍ଷ ଚିହ୍ନିଛନ୍ତି-ଦୁଇ ଭାଇଭଉଣୀ ପୂର୍ବରୁ ୮ ଥର ଆସି ବ୍ୟାଙ୍କରୁ ଟଙ୍କା ଉଠାଇଛନ୍ତି-ଫେବ୍ରୁଆରୀରେ କରଲା ମୁଣ୍ଡାଙ୍କ ମୃତ୍ୟୁ ସତ୍ତ୍ବେ କାହିଁକି ସାର୍ଟିଫିକେଟ୍‌ ମିଳିନଥିଲା-ଜିତୁ ମୁଣ୍ଡାଙ୍କର ବ୍ୟାଙ୍କ ସମ୍ପର୍କରେ ଜ୍ଞାନ ରହିଛି- RDC-ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଅବହେଳା ରହିଛି,ନିଶ୍ଚିତ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ-ସବୁ ଜାଣିଲା ପରେ ଶବକୁ ପୋଲିସ ଗାଡ଼ିରେ ନ ନେବା ମଧ୍ୟ ଭୁଲ

Leave a Reply

Your email address will not be published. Required fields are marked *