ଅତିରିକ୍ତ ତହସିଲଦାରଙ୍କ ଗାଡ଼ିକୁ ଧକ୍କା ଦେଲା ଟ୍ରକ୍
ଅତିରିକ୍ତ ତହସିଲଦାରଙ୍କ ଗାଡ଼ିକୁ ଧକ୍କା ଦେଲା ଟ୍ରକ୍-ସୋର ଅତିରିକ୍ତ ତହସିଲଦାରଙ୍କ ଗାଡ଼ିକୁ ଧକ୍କା ଦେଲା ବାଲି ବୋଝେଇ ଟ୍ରକ୍-ଅଳ୍ପକେ ବର୍ତ୍ତିଲେ ଅତିରିକ୍ତ ତହସିଲଦାର କୃଷ୍ଣମୋହନ ସିଂହ-ବାଲି ଗାଡ଼ିକୁ ଗୋଡ଼ାଇବା ବେଳେ ଧକ୍କା ଦେଲା ଟ୍ରକ୍-ଏନ୍ଏଚ ୧୬ରେ ଗାଡ଼ି ଯାଞ୍ଚ ବେଳେ ଖସିବାକୁ ଉଦ୍ୟମ କରୁଥିଲା ଟ୍ରକ୍-ଟ୍ରକ୍କୁ ପିଛା କରି ଓଭରଟେକ୍ କରିଥିଲା ଅତିରିକ୍ତ ତହସିଲଦାରଙ୍କ ଗାଡ଼ି-ଦ୍ରୁତ ଗତିରେ ଆସୁଥିବା ଟ୍ରକ୍ ଅତିରିକ୍ତ ତହସିଲଦାରଙ୍କ ଗାଡ଼ିକୁ ଧକ୍କା ଦେଇଥିଲା-ଦୁର୍ଘଟଣା ଘଟାଇଥିବା ଟ୍ରକ୍କୁ ଅଟକ ରଖିଛି ଖନ୍ତପଡ଼ା ପୋଲିସ
