ତୁରନ୍ତ ତ୍ରୁଟି ସୁଧାର : ମୁଖ୍ୟମନ୍ତ୍ରୀ
ତୁରନ୍ତ ତ୍ରୁଟି ସୁଧାର : ମୁଖ୍ୟମନ୍ତ୍ରୀ-ପାଠ୍ୟପୁସ୍ତକ ତ୍ରୁଟି ଉପରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ-ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ୩ ଜଣିଆ ଉଚ୍ଚସ୍ତରୀୟ କମିଟି ଗଠିତ-୭ ଦିନ ମଧ୍ୟରେ ରିପୋର୍ଟ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ-ଦୋଷୀଙ୍କ ବିରୋଧରେ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ-ପାଠ୍ୟପୁସ୍ତକରେ ଭୁଲ୍କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ବେଗ-ତୁରନ୍ତ ତ୍ରୁଟି ସୁଧାରିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
