ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ

ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ-କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ-ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ-ଏକକାଳୀନ ୭ଟି ସ୍ଥାନରେ ଚଢ଼ାଉ-୭ ଜଣ ଡିଏସପି, ୯ ଇନ୍ସପେକ୍ଟର,

୧୧ ଜଣ ASI ଚଢ଼ାଉରେ ସାମିଲ-ନଗଦ ୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ

Leave a Reply

Your email address will not be published. Required fields are marked *