ଗ୍ୟାସ୍ ଟ୍ରାଜେଡିରେ ସହାୟତା ରାଶି ୧୦ଲକ୍ଷକୁ ବୃଦ୍ଧି
ଗ୍ୟାସ୍ ଟ୍ରାଜେଡିରେ ସହାୟତା ରାଶି ୧୦ଲକ୍ଷକୁ ବୃଦ୍ଧି-ତାମିଲନାଡୁ ଗ୍ୟାସ୍ ଟ୍ରାଜେଡିରେ ସହାୟତା ରାଶି ୧୦ ଲକ୍ଷକୁ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ-ମୃତ ଓଡ଼ିଆ ଶ୍ରମିକଙ୍କ ସହାୟତା ରାଶିକୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି-CMRFରୁ ଘୋଷଣା ହୋଇଥିବା ୪ ଲକ୍ଷର ସହାୟତା ରାଶି ୧୦ ଲକ୍ଷକୁ ବୃଦ୍ଧି
