ଷ୍ଟାଣ୍ଡିଙ୍ଗ କମିଟି ଗଠନ କଲେ ବାଚସ୍ପତି

ଷ୍ଟାଣ୍ଡିଙ୍ଗ କମିଟି ଗଠନ କଲେ ବାଚସ୍ପତି-ବିଧାନସଭା ଷ୍ଟାଣ୍ଡିଙ୍ଗ କମିଟି ଓ ପିଏସି କମିଟି ଗଠନ ଗଲେ ବାଚସ୍ପତି-୩୫ରୁ ଅଧିକ ପିଏସି କମିଟି ଓ ୧୦ଟି ଷ୍ଟାଣ୍ଡିଂ କମିଟି ଗଠନ-ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ପିଏସି କମିଟି ଅଧ୍ୟକ୍ଷ-ଜୟନାରାୟଣ ମିଶ୍ର ହେଲେ ପ୍ରିଭିଲେଜ କମିଟିର ଅଧ୍ୟକ୍ଷ-ଆକାଶ ଦାସ ନାୟକଙ୍କ ଲାଇବ୍ରେରୀ କମିଟିରେ ସ୍ଥାନ ପାଇଛନ୍ତି ୧୧ ନିଲମ୍ବିତ ବିଧାୟକ

Leave a Reply

Your email address will not be published. Required fields are marked *