ମହାପ୍ରଭୁଙ୍କ_ଦର୍ଶନ_୫ଘଣ୍ଟା_ବନ୍ଦ
ମହାପ୍ରଭୁଙ୍କ_ଦର୍ଶନ_୫ଘଣ୍ଟା_ବନ୍ଦ-ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ୫ ଘଣ୍ଟା ପାଇଁ ବନ୍ଦ-ଅପରାହ୍ଣ ୧ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ-ପ୍ରଥମ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଦର୍ଶନ ବନ୍ଦ-ଶ୍ରୀମନ୍ଦିରରେ ରୁକ୍ମିଣୀ ହରଣ ଓ ବିବାହ ଉତ୍ସବ ନୀତି ହେବ
