ଓଡ଼ିଆ ଚଳଚ୍ଚିତ୍ର ଜଗତର ଖ୍ୟାତନାମା ସିନେମାଟୋଗ୍ରାଫର୍ ଦିଲୀପ ରାୟଙ୍କ ମୃତ୍ୟୁ
ଓଡ଼ିଆ ଚଳଚ୍ଚିତ୍ର ଜଗତର ଖ୍ୟାତନାମା ସିନେମାଟୋଗ୍ରାଫର୍ ଦିଲୀପ ରାୟଙ୍କ ମୃତ୍ୟୁ…….ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ହୋଇଥିଲା…….ସେ ଭୁବନେଶ୍ବର ଏକ ଘରୋଇ ହସ୍ପିଟାଲରେ ଗତକାଲି ରାତିରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି……କିଛିଦିନ ତଳେ ତାଙ୍କୁ ହୃଦଘାତ ଯୋଗୁଁ ବ୍ରେନ୍ ଷ୍ଟ୍ରୋକ୍ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା…..
