କେଜିରୁ_ପିଜି_ମାଗଣା_ଶିକ୍ଷା

କେଜିରୁ_ପିଜି_ମାଗଣା_ଶିକ୍ଷା-କ୍ୟାବିନେଟ୍‌ରେ ୧୨ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ-୧୨ଟି ପ୍ରସ୍ତାବକୁ ମଞ୍ଜୁରୀ ନେଇ ମୁଖ୍ୟମନ୍ତ୍ରୀଙ୍କ ସୂଚନା-ସ୍କୁଲ ଓ ଗଣଶିକ୍ଷା, ଉଚ୍ଚ ଶିକ୍ଷା ବିଭାଗର ପ୍ରସ୍ତାବକୁ ମଞ୍ଜୁରୀ-ନାମଲେଖା ପାଇଁ ଛାତ୍ରଛାତ୍ରୀଙ୍କୁ କୌଣସି ଦେୟ ପଡ଼ିବନି-ଆର୍ଥିକ ସମସ୍ୟା ପାଇଁ କେହି ଶିକ୍ଷାରୁ ବଞ୍ଚିତ ନ ହୁଅନ୍ତୁ ଆମର ଲକ୍ଷ୍ୟ-କେଜିରୁ ପିଜି ମାଗଣା ଶିକ୍ଷାକୁ ସରକାରଙ୍କ ଗୁରୁତ୍ବ- ମୁଖ୍ୟମନ୍ତ୍ରୀ-ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ସ୍କୁଲ୍‌ରେ ନାମଲେଖା ମାଗଣା-ସ୍ନାତକୋତ୍ତର ଶିକ୍ଷା ପର୍ଯ୍ୟନ୍ତ ନାମଲେଖା ଦେୟ ପଡ଼ିବନି-ବର୍ଷକୁ ସରକାରଙ୍କୁ ଏଥିପାଇଁ ୮୯୫ କୋଟି ବହନ କରିବାକୁ ପଡ଼ିବ-ଆସନ୍ତା ୫ ବର୍ଷରେ ୫ ହଜାର ୪୬୭ କୋଟି ବ୍ୟୟ ହେବ

Leave a Reply

Your email address will not be published. Required fields are marked *