ଆନ୍ଦୋଳନରତ_ଡାକ୍ତରଙ୍କ_ବିରୋଧରେ_ଆକ୍ସନ
ଆନ୍ଦୋଳନରତ_ଡାକ୍ତରଙ୍କ_ବିରୋଧରେ_ଆକ୍ସନ-ଆନ୍ଦୋଳନରତ ଡାକ୍ତରଙ୍କ ବିରୋଧରେ ସ୍ୱାସ୍ଥ୍ୟ ବିଭାଗର କଡ଼ା କାର୍ଯ୍ୟାନୁଷ୍ଠାନ-OMSA ଆନ୍ଦୋଳନରେ ସାମିଲ ଡାକ୍ତରଙ୍କ ଦରମା ବନ୍ଦ ପାଇଁ ନିର୍ଦ୍ଦେଶନାମା-OMHS କ୍ୟାଡର୍ ମେଡିକାଲ ଅଫିସରଙ୍କ ଦରମା ବନ୍ଦ ପାଇଁ କଡ଼ା ନିର୍ଦ୍ଦେଶ-ଚୁକ୍ତିଭିତ୍ତିକ ଡାକ୍ତରଙ୍କୁ ନୋଟିସ୍ ପରେ କାର୍ଯ୍ୟରୁ ନିବୃତ୍ତ କରିବାକୁ ଚିଠି-ରାଜ୍ୟର ସବୁ ମେଡିକାଲ୍ କଲେଜ ଓ ହସ୍ପିଟାଲ୍, ସିଡିଏମ୍ ଓ ପିଏଚ୍ଓଙ୍କୁ ଚିଠି-ଓଡ଼ିଶା ମେଡିକାଲ ସର୍ଭିସେସ୍ ଆସୋସିଏସନ (OMSA)ର ଧର୍ମଘଟ ଜାରି-ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଆନ୍ଦୋଳନ ଚାଲିବ ବୋଲି କହିଲା OMSA-OMSA ସାଧାରଣ ସଂପାଦକ କିଶୋର ଚନ୍ଦ୍ର ମିଶ୍ରଙ୍କ ସୂଚନା
