ଶ୍ରୀବିଗ୍ରହଙ୍କ ଜନ୍ମବେଦୀ ଶ୍ରୀଗୁଣ୍ଡିଚା ମନ୍ଦିରର ଉନ୍ନତିକରଣ କାର୍ଯ୍ୟର ସମୀକ୍ଷା
ଶ୍ରୀବିଗ୍ରହଙ୍କ ଜନ୍ମବେଦୀ ଶ୍ରୀଗୁଣ୍ଡିଚା ମନ୍ଦିରର ଉନ୍ନତିକରଣ କାର୍ଯ୍ୟର ସମୀକ୍ଷା କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ…..ରଥଯାତ୍ରା ପୂର୍ବରୁ ଶ୍ରଦ୍ଧାଳୁଙ୍କ ସୁବିଧା ନିମନ୍ତେ ସମସ୍ତ ବ୍ୟବସ୍ଥାକୁ ସୁନିଶ୍ଚିତ ଓ ସୁସଂଗଠିତ କରିବା ପାଇଁ ଅଧିକାରୀମାନଙ୍କ ସହିତ ସେ ଆଲୋଚନା କରିଛନ୍ତି……
