୨୦ରୁ_ସଂସଦର_ମୌସୁମୀ_ଅଧିବେଶନ
୨୦ରୁ_ସଂସଦର_ମୌସୁମୀ_ଅଧିବେଶନ-୨୦ରୁ ସଂସଦର ମୌସୁମୀ ଅଧିବେଶନ ଆରମ୍ଭ-ଜୁଲାଇ ୨୦ରୁ ଅଗଷ୍ଟ ୧୩ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ-କେନ୍ଦ୍ର ସରକାରଙ୍କ ସୁପାରିସ କ୍ରମେ ରାଷ୍ଟ୍ରପତିଙ୍କ ଅନୁମୋଦନ-ଅଧିବେଶନ ପାଇଁ ସଂସଦର ଉଭୟ ଗୃହକୁ ଡକାଇବାକୁ ଅନୁମୋଦନ-ସୂଚନା ଦେଲେ ସଂସଦୀୟ ବ୍ୟାପାର ମନ୍ତ୍ରୀ କିରନ୍ ରିଜିଜୁ
