ଭାରତ–ଅଷ୍ଟ୍ରେଲିଆ ମଧ୍ୟରେ ଥିବା ରଣନୈତିକ ଭାଗୀଦାରିକୁ ଆହୁରି ସୁଦୃଢ଼ କରିବା ଦିଗରେ ଆଉ ଏକ ପଦକ୍ଷେପ

ଭାରତ–ଅଷ୍ଟ୍ରେଲିଆ ମଧ୍ୟରେ ଥିବା ରଣନୈତିକ ଭାଗୀଦାରିକୁ ଆହୁରି ସୁଦୃଢ଼ କରିବା ଦିଗରେ ଆଉ ଏକ ପଦକ୍ଷେପ…….ପ୍ରଧାନମନ୍ତ୍ରୀ ମୋଦୀ ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲବାନିଜଙ୍କ ସହ ତୃତୀୟ ବାର୍ଷିକ ଶିଖର ସମ୍ମିଳନୀରେ ଯୋଗ ଦେଇ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି…….ଏହି ଅବସରରେ ଉଭୟ ଦେଶ ମଧ୍ୟରେ ପ୍ରତିରକ୍ଷା, ସାମୁଦ୍ରିକ ସୁରକ୍ଷା, ପରମାଣୁ ଶକ୍ତି ସମେତ ଶକ୍ତି କ୍ଷେତ୍ର, ଗୁରୁତ୍ୱପୂର୍ଣ୍ଣ ପ୍ରଯୁକ୍ତିବିଦ୍ୟା, ଶିକ୍ଷା, ଦକ୍ଷତା ବିକାଶ ଏବଂ ସହଯୋଗ ସମେତ ଅନ୍ୟ ପ୍ରମୁଖ କ୍ଷେତ୍ରରେ ଅନେକ ବୁଝାମଣାପତ୍ର (MoU) ସ୍ୱାକ୍ଷରିତ ହୋଇଛି…….

Leave a Reply

Your email address will not be published. Required fields are marked *