ରଥଯାତ୍ରା ପାଇଁ ମୁଖ୍ୟ ମନ୍ତ୍ରୀଙ୍କୁ ନିମନ୍ତ୍ରଣ
ରଥଯାତ୍ରାପାଇଁମୁଖ୍ୟମନ୍ତ୍ରୀଙ୍କୁ_ନିମନ୍ତ୍ରଣ
-ରଥଯାତ୍ରା-୨୦୨୬ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ
-ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ
-ସମନ୍ୱୟ ରକ୍ଷା କରି ରଥଯାତ୍ରାକୁ ଶୃଙ୍ଖଳିତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
