କ୍ୟାବିନେଟ ବୈଠକରେ ପ୍ରଶ୍ନପତ୍ର ପ୍ରଘଟ ବିରୋଧରେ ଅଧିକ କଠୋର କାର୍ଯ୍ୟାନୁଷ୍ଠାନ

କ୍ୟାବିନେଟ ବୈଠକରେ ପ୍ରଶ୍ନପତ୍ର ପ୍ରଘଟ ବିରୋଧରେ ଅଧିକ କଠୋର କାର୍ଯ୍ୟାନୁଷ୍ଠାନ ନିଷ୍ପତ୍ତି ନିଆଯିବ ବୋଲି ଘୋଷଣା କଲେ ପ୍ରଧାନମନ୍ତ୍ରୀ ଆଜି ଅନୁଷ୍ଠିତ ହେବାକୁ ଥିବା କ୍ୟାବିନେଟ୍‌ ବୈଠକରେ ପ୍ରଶ୍ନପତ୍ର ପ୍ରଘଟ ବିରୋଧରେ ଅଧିକ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ନିଷ୍ପତ୍ତି ନିଆଯିବ ବୋଲି ଗତକାଲି ରାତିରେ ଏକ ଭିଡ଼ିଓ ବାର୍ତ୍ତା ମାଧ୍ୟମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଘୋଷଣା କରିଛନ୍ତି ।ଗୋଟିଏ ଏକ୍ସ ପୋଷ୍ଟ ଶେୟାର କରି ପ୍ରଧାନମନ୍ତ୍ରୀ କହିଛନ୍ତି:‘‘ଆସନ୍ତାକାଲିର କ୍ୟାବିନେଟ୍‌ ବୈଠକରେ ପ୍ରଶ୍ନପତ୍ର ପ୍ରଘଟ ବିରୋଧରେ ଅଧିକ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ନିଷ୍ପତ୍ତି ନିଆଯିବ !’’

Leave a Reply

Your email address will not be published. Required fields are marked *