ଅଗଷ୍ଟ ୧୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

ଅଗଷ୍ଟ ୧୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବଭୁବନେଶ୍ୱରତା-୧୪. ୮. ୨୦୨୬ ଆସନ୍ତା ସୋମବାର ଅଗଷ୍ଟ ୧୭ ତାରିଖରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ “ଜନ ଅଭିଯୋଗ ଶୁଣାଣି” ବନ୍ଦ ରହିବ । ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟଥିବାରୁ ଆସନ୍ତା ସୋମବାର‘ ଜନ ଅଭିଯୋଗ ଶୁଣାଣି’ ବନ୍ଦ ରହିବ l ମୁଖ୍ୟମନ୍ତ୍ରୀଙ୍କ ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ । ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave a Reply

Your email address will not be published. Required fields are marked *