୨୪_ବର୍ଷର_ବିଫଳତା_ଦାୟୀ

#୨୪_ବର୍ଷର_ବିଫଳତା_ଦାୟୀ: #ସୁରେଶ_ପୂଜାରୀ-ବନ୍ୟା ପରିଚାଳନାକୁ ନେଇ ରାଜସ୍ବ ମନ୍ତ୍ରୀସୁରେଶ ପୂଜାରୀଙ୍କ ପ୍ରେସମିଟ୍‌-ଗଞ୍ଜାମ ବନ୍ୟା ପାଇଁ ୨୪ ବର୍ଷର ବିଫଳତାକୁ ଦାୟୀ କଲେ ରାଜସ୍ବ ମନ୍ତ୍ରୀ-ଗଞ୍ଜାମର ବିଭିନ୍ନ ନଦୀ ଓ ଡ୍ୟାମରେ ଜଳ ପରିଚାଳନାକୁ ନେଇ ଟାର୍ଗେଟ କଲେ-ବିଭିନ୍ନ ନଦୀରେ ଜଳ ଛାଡିବା ବ୍ୟବସ୍ଥାକୁ ଅଟୋମେଟିକ ରଖା ଯାଇଥିଲା-ମାତ୍ରାଧିକ ବର୍ଷା କାରଣରୁ ଅଚାନକ ବନ୍ୟା ସ୍ଥିତି ସୃଷ୍ଟି ହୋଇଥିଲା -IMD ପକ୍ଷରୁ ଆକଳନ ଅନୁସାରେ ସରକାରଙ୍କ ପକ୍ଷରୁ ବ୍ୟବସ୍ଥା କରାଯାଇଥିଲା ତେବେ ଆକଳନ ଠାରୁ ଅଧିକ ବର୍ଷା ହେବାରୁ ସ୍ଥିତି ବିଗିଡିଲା-୨୮,୨୯, ୩୦ରେ ପ୍ରବଳ ବର୍ଷା ହେବାରୁ ସୃଷ୍ଟି ହୋଇଥିଲା ବନ୍ୟା ସ୍ଥିତି-ଗଞ୍ଜାମରେ ୩ ଦିନରେ ୩୩୭.୬ ମିଲିମିଟର ବର୍ଷା ହୋଇଥିଲା-ଏହି ସମୟରେ ପାତ୍ରପୁରରେ ୮୦୮.୪ ମିମି ବର୍ଷା ରେକର୍ଡ-ଗୋଟିଏ ଦିନରେ ପାତ୍ରପୁରରେ ୫୪୬ ମିଲିମିଟର ବର୍ଷା ରେକର୍ଡବନ୍ୟା ସ୍ଥିତିର ମୁକାବିଲା ପାଇଁ ୮ ମନ୍ତ୍ରୀଙ୍କୁ ଦାୟିତ୍ବ ଦିଆଯାଇଥିଲା-ଆଗାମୀ ଦିନରେ ବନ୍ୟା ସ୍ଥିତିର ମୁକାବିଲା ପାଇଁ ବିଭିନ୍ନ IIT ସହ ଆଲୋଚନା-୨୪ ବର୍ଷର ସରକାର ନିଜ ବିଫଳତା ଲୁଚାଇବାକୁ ଆମକୁ ଦୋଷ ଦେଉଛନ୍ତି-ଆସନ୍ତା ବିଧାନସଭାରେ ବିରୋଧୀ ତଥ୍ୟ ସହ ଉତ୍ତର ଦେବାକୁ ଅନୁରୋଧ-ତିତିଲି ସମୟରେ ୭୨ ଓ ଫନି ସମୟରେ ୬୫ ଜଣଙ୍କ ମୃତ୍ୟୁ ହୋଇଥିଲା-

Leave a Reply

Your email address will not be published. Required fields are marked *