ଶ୍ରୀକ୍ଷେତ୍ରରୁ ଏକାମ୍ର କ୍ଷେତ୍ର ବିଶାଳ ପଦଯାତ୍ରା

ଶ୍ରୀକ୍ଷେତ୍ରରୁ ଏକାମ୍ର କ୍ଷେତ୍ର ବିଶାଳ ପଦଯାତ୍ରା। ଓଡ଼ିଶା ରାଜ୍ୟ ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘ ପକ୍ଷରୁ କରାଯାଇଛି ପଦଯାତ୍ରା। ଶ୍ରୀଗୁଣ୍ଡିଚା ମନ୍ଦିର ନିକଟରୁ ବିଶାଳ ପଦଯାତ୍ରା ବାହାରି ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ଅଧ୍ୟାପକ ଓ କର୍ମଚାରୀ ମାନେ ଭୁବନେଶ୍ୱର ଅଭିମୁଖେ ଯାଉଛନ୍ତି। ୨୦୦୮ ରୁ ୨୦୧୮ ସରକାରୀ ଅନୁଦାନ ନୀତି ପାଇଁ ସଂଘ ପକ୍ଷରୁ ବାରମ୍ବାର ଦାବି ହୋଇ ଆସୁଛି। କିନ୍ତୁ ରାଜ୍ୟ ସରକାର ସଂଘ ଦାବିକୁ ଅଣଦେଖା କରୁଥିବା ସଂଘ ପକ୍ଷରୁ ଅଭିଯୋଗ ହୋଇଛି।

Leave a Reply

Your email address will not be published. Required fields are marked *