ଭଦ୍ରକ ଜିଲ୍ଲା ତିହିଡି ବ୍ଲକ ରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି।
ଭଦ୍ରକ ଜିଲ୍ଲା ତିହିଡି ବ୍ଲକ ରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ଶ୍ରୀ ଦିଲ୍ଲୀପ ରାଉତରାଏ ଙ୍କ ସହିତ ଆରକ୍ଷୀ ଅଧିକ୍ଷକ, ଜିଲ୍ଲା ମୂଖ୍ୟ ଚିକିତ୍ସାଧିକାରୀ, ମୁଖ୍ୟ ଉନ୍ନୟନ ଅଧିକାରୀ,ଜିଲ୍ଲା ପରିଷଦ, ଭଦ୍ରକ,ଉପ ଜିଲ୍ଲାପାଳ, ଭଦ୍ରକ,ଅଧ୍ୟକ୍ଷ, ତିହିଡି ପଞ୍ଚାୟତ ସମିତି,ଗୋଷ୍ଟି ଉନ୍ନୟନ ଅଧିକାରୀ,ତିହିଡି, ତହସିଲଦାର, ତିହିଡି ଅଂଶଗ୍ରହଣ କରିଥିଲେ। ସମସ୍ତ ବିଭାଗୀୟ ଅଧିକାରୀ ମାନେ ଉପପ୍ଥିତ ରହି ଦାଖଲ ହୋଇଥିବା ଅଭିଯୋଗ ପତ୍ର କୁ ସମାଧାନ ପାଇଁ ପଦକ୍ଷପ ନେଇଥିଲେ । ଆଜିର ଜଣ ଶୁଣାଣି ଶିବିର ରେ ମୋଟ ୯୨ ଟି ଆବେଦନ ପତ୍ର ଦାଖଲ ହୋଇଥିଲା। ସେଥି ମଧ୍ୟରୁ ୬୫ ଟି ବ୍ୟକ୍ତିଗତ ଥିଲା ବେଳେ ୨୭ ଟି ସାମୁହିକ ଥିଲା।
